Cover Image of डाउनलोड ମେଡିକାଲ ଉଇକିପିଡିଆ (ଅଫଲାଇନ) 2018-09 APK

4.7/5 - 105 वोट

ID: org.kiwix.kiwixcustomwikimedor

  • लेखक:

  • संस्करण:

    2018-09

  • अपर अद्यतन:

अभी एपीके डाउनलोड करें

का वर्णन ମେଡିକାଲ ଉଇକିପିଡିଆ (ଅଫଲାଇନ)


ବର୍ଣ୍ଣନା: ଉଇକିପିଡିଆର ଅଫଲାଇନ ମେଡିକାଲ ଏନସାଇକ୍ଳୋପେଡିଆରେ ସ୍ୱାସ୍ଥ୍ୟସେବା ସମ୍ବନ୍ଧୀୟ ବିଷୟମାନଙ୍କର ବିରାଟ ସଂଗ୍ରହ ଆଣ୍ଡ୍ରଏଡରେ ଉପଲବ୍ଧ । ଏଥିରେ ମେଡିକାଲ, ଶରୀର ଗଠନ (ଆନାଟୋମୀ), ଔଷଧ ଓ ପରିଚ୍ଛନ୍ନତା ସମ୍ପର୍କରେ ଲେଖାମାନ ଅଛି । ଇଣ୍ଟରନେଟ ଉପଲବ୍ଧ ନ ଥିବା ସ୍ଥାନରେ, ଜନମାନବଶୂନ୍ୟ ସ୍ଥାନରେ ବା ଡଙ୍ଗାରେ ଥିଲେ ମଧ୍ୟ ଆପଣ ସର୍ବାଧିକ ମହତ୍ତ୍ଵପୂର୍ଣ୍ଣ ଓ ସର୍ବାଧୁନିକ ଭେଷଜ ଶବ୍ଦକୋଷ ବା ମେଡିକାଲ ଅଭିଧାନ/ ଡିକସନାରିରେ ବିନାମୂଲ୍ୟରେ ପ୍ରବେଶ ଅଧିକାର ପାଇପାରିବେ । ଗୋଷ୍ଠୀ ସ୍ୱାସ୍ଥ୍ୟକର୍ମୀ, ଡାକ୍ତର, ଡାକ୍ତରୀ ଛାତ୍ର ଓ ସ୍ୱାସ୍ଥ୍ୟ ସମ୍ବନ୍ଧରେ ରୁଚି ରଖୁଥିବା ଲୋକଙ୍କ ନିମନ୍ତେ ଏହା ଅମୂଲ୍ୟ । ଏହା ଅନ୍ୟାନ୍ୟ ଅନେକ ଭାଷାରେ ମଧ୍ୟ ତିଆରି ହୋଇଛି ତଥା ଚୟନ କରିଥିବା ଓ ବିଷୟଗୁଡ଼ିକର ସଂଖ୍ୟା ଓ ମାନକୁ ଉନ୍ନତ କରିବାକୁ ସର୍ବଦା ଚେଷ୍ଟା ଚାଲିଛି ।

ଏହା କେଆଇଡବ୍ଲ୍ୟୁଏକ୍ସ (Kiwix http://www.kiwix.org/) ଦ୍ଵାରା ସଞ୍ଚାଳିତ । (Powered by Kiwix http://www.kiwix.org/)
और दिखाओ
  • श्रेणी

    मेडिकल
  • इसे चालू करें:

    Go Google Play org.kiwix.kiwixcustomwikimedor
  • आवश्यकताएं:

    Android 4.0+

ମେଡିକାଲ ଉଇକିପିଡିଆ (ଅଫଲାଇନ) 2018-09 APK के लिये Android 4.0+

संस्करण 2018-09 के लिये Android 4.0+
अपर अद्यतन 2022-12-11
इंस्टॉल 1.000++
फाइल का आकार 15.063.591 bytes
अनुमतियां अनुमतियाँ देखें
नया क्या है

संस्करण इतिहास:

और दिखाओ
हिट APK
और दिखाओ